Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ : ପରାଗ ଗୁପ୍ତା ଓଏଫଡିସିର ଅଧ୍ୟକ୍ଷ, ସୁରେନ୍ଦ୍ର କୁମାରଙ୍କୁ ଓଏମସି ଏବଂ ଜି. ମାଥିଭାଥନନଙ୍କୁ ସିଡିଏ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ

27/10/2020 at 6:17 PM

ଭୁବନେଶ୍ୱର, ୨୭|୧୦:   ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି । ୩ଜଣ ଆଇଏଏସ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର ।

୧୯୮୮ ବ୍ୟାଚର ଆଇଏଏସ ପରାଗ ଗୁପ୍ତା ହୋଇଛନ୍ତି  ରାଜ୍ୟ ଜଙ୍ଗଲ ଉନ୍ନୟନ ନିଗମ ବା ଓଏଫଡିସିର ଅଧ୍ୟକ୍ଷ । ସେ ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ ।

ଏତତ୍ ବ୍ୟତୀତ ଆଇଏଏସ ସୁରେନ୍ଦ୍ର କୁମାରଙ୍କୁ ଓଏମସି ବା ଓଡିଶା ଖମି ନିଗମର ଚେୟାରମ୍ୟାନ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ସୁରେନ୍ଦ୍ର ଏବେ ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ରହିଛନ୍ତି ।

ଆହୁରି ମଧ୍ୟ ଜି.ମାଥିଭାଥନନଙ୍କୁ ସିଡିଏର ଚେୟାରମ୍ୟାନ କରାଯାଇଛି । ସେ ଏବେ ନଗର ଉନ୍ନୟନ ଓ ସଂସଦୀୟ ବ୍ୟାପାର ବିଭାଗର ଦାୟିତ୍ୱରେ ଅଛନ୍ତି । ୟେଦୁଲା ବିଜୟଙ୍କୁ ଓରେଡାର ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ଅବସ୍ଥାପିତ କରାଯାଇଛି ।

   Related Posts