Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଆଇଏଏସ୍ ସମ୍ମିଳନୀର ଆଜି ଦ୍ବିତୀୟ ଦିନ

18/01/2020 at 10:45 AM

ଭୁବନେଶ୍ବର ୧୮।୧: ଆଜି ଆଇଏଏସ୍ ସମ୍ମିଳନୀର ଦ୍ବିତୀୟ ଦିନ । କୋଣାର୍କ ଇକୋ ରିଟ୍ରିଟ୍ ରେ ଚାଲିବ ବୈଠକ । ବୈଠକରେ ସମସ୍ତ ଜିଲ୍ଲାପାଳଙ୍କ ସମେତ ବରିଷ୍ଠ ଆଇଏଏସ ଅଫିସରମାନେ ସାମିଲ ହେବେ ।

ଗତକାଲି ଭୁବନେଶ୍ବରରେ ଆଇଏଏସ ସମ୍ମିଳନୀର ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରକାରଙ୍କ ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ସାରଥି ସାଜିବାକୁ ଆଇଏଏସ ଅଧିକାରୀଙ୍କୁ ଆହ୍ବାନ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

ଏହା ସହିତ ଦ୍ରୁତ ଶିଳ୍ପାୟନ ଓ ସହରୀକରଣ ସରକାରଙ୍କ ପାଇଁ ଯେଉଁ ନୂଆ ଚ୍ୟାଲେଞ୍ଜ ସୃଷ୍ଟି କରୁଛି। ତାକୁ କେମିତି ନୂତନ ଜ୍ଞାନ କୌଶଳ ପ୍ରୟୋଗ କରି ସମାଧାନ କରିହେବ ସେ ନେଇ ଆଇଏଏସ ଅଧିକାରୀ ସମ୍ମିଳନୀରେ ଆଲୋଚନା ହୋଇଥିଲା ।

   Related Posts