Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବରିଷ୍ଠ ଆଇଏଏସ୍‌ ରାଜ କୁମାର ଶର୍ମାଙ୍କୁ ମିଳିଲା ବଡ଼ ଦାୟିତ୍ୱ, କୃଷି କମିଶନର ସହ ସମ୍ଭାଳିବେ ସ୍ୱାସ୍ଥ୍ୟ ସଚିବ ଦାୟିତ୍ୱ

18/10/2021 at 3:49 PM

ଭୁବନେଶ୍ୱର, ୧୮/୧୦: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ରାଜ କୁମାର ଶର୍ମାଙ୍କୁ ମିଳିଲା ନୂଆ ଦାୟିତ୍ୱ । ଆଇଏଏସ୍‌ ପ୍ରଦୀପ ମହାପାତ୍ରଙ୍କ ବଦଳିପରେ ଖାଲି ପଡ଼ିଥିବା ସ୍ୱାସ୍ଥ୍ୟ ସଚିବ ଦାୟିତ୍ୱ ଏବେ ସମ୍ଭାଳିବେ ଆଇଏଏସ୍‌ ରାଜ କୁମାର ଶର୍ମା । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ରାଜ କୁମାରଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟା ପ୍ରଦାନ କରାଯାଇଛି । ଏଥି ସହ ଅତିରକ୍ତ ଭାବେ ସେ ଏହି ଦାୟିତ୍ୱ ସମ୍ଭାଳିବା ସହ କୃଷି କମିଶନର ଦାୟିତ୍ୱ ମଧ୍ୟ ସମ୍ଭାଳିବେ ।   

   Related Posts