Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ରବିବାରଠୁ ଟି-୨୦ ବିଶ୍ୱକପ : ପ୍ରଥମ ମୁକାବିଲାରେ ମୁହାଁମୁହିଁ ହେବେ ଓମାନ ଓ ନ୍ୟୁଗିନି

17/10/2021 at 8:02 AM

ନୂଆଦିଲ୍ଲୀ, ୧୭|୧୦:    ରବିବାରଠୁ ଟି-୨୦ ବିଶ୍ବକପ୍ । ପ୍ରଥମ ମ୍ୟାଚରେ ଓମାନର ମସ୍କଟରେ ଆୟୋଜକ ଓମାନକୁ ଭେଟିବ ପାପୁଆ ନ୍ୟୁଗିନି । ଦ୍ବିତୀୟ ମ୍ୟାଚରେ ବାଂଲାଦେଶକୁ ଭେଟିବ ସ୍କଟଲାଣ୍ଡ ।

୧୬ ଦଳୀୟ ପ୍ରତିଯୋଗିତାରେ ମୋଟ ୪୫ ମ୍ୟାଚ୍ ଖେଳାଯିବ। ଏହାର ସୁପର ୧୨ ପର୍ଯ୍ୟାୟ ଆସନ୍ତା ୨୩ ତାରିଖରୁ ଖେଳାଯିବ। ଏଥିରେ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ୮ ଏବଂ ପ୍ରଥମ ପର୍ଯ୍ୟାୟରୁ ଯୋଗ୍ୟତା ଅର୍ଜନ କରିଥିବା ୪ ଦଳ ସାମିଲ ରହିବେ। ଭାରତ ୨୪ ତାରିଖରେ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ ବିପକ୍ଷରେ ତାର ଅଭିଯାନ ଆରମ୍ଭ କରିବ।

ନଭେମ୍ବର ୧୪ ତାରିଖରେ ଏହି ପ୍ରତିଯୋଗିତାର ମେଗା ଫାଇନାଲ୍ ଖେଳାଯିବ। ୨୦୦୭ ପ୍ରଥମ ଟି-୨୦ ବିଶ୍ବ କପ୍ ଜିତିଥିଲା ଭାରତ । ଏହା ପରଠୁ ଭାରତ ଟି-୨୦ ବିଶ୍ବ କପ୍ ଜିତିନି । ବିଶ୍ବ କପର ଅନ୍ୟତମ ଦାବିଦାର ଭାରତ ଦ୍ବିତୀୟ ଥର ପାଇଁ ବିଜେତା ହେବା ଲାଗି ଚେଷ୍ଟା କରିବ।

   Related Posts