Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

କୈାଣସି ବରଦାନରୁ କମ୍ ନୁହେଁ ଏହି ଫଳ : ଫାଇଦା ଜାଣି ଆଶ୍ଚର୍ଯ୍ୟ ହୋଇଯିବେ ଆପଣ

29/05/2019 at 11:49 AM

ଆମେ ଆଜି ଭାରତରେ ମିଳୁଥିବା ଏପରି ଫଳ ବିଷୟରେ ଜାଣିବା ଯାହା ଆମ ସ୍ବାସ୍ଥ୍ୟ ଏବଂ ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ଏହି ଫଳ ଦକ୍ଷିଣ ଭାରତରେ ମିଳିଥାଏ ଯାହାର ନାଁ ତାଳସଜ। ଏହି ଫଳରେ ଥିବା ଭିଟାମିନର ପ୍ରଚୁର ମାତ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ ଯାହା ଶରୀରର ସମସ୍ତ ସମସ୍ୟାକୁ ମୂଳରୁ ନାଶ କରି ଦେଇଥାଏ।

ତାଳସଜ ଖାଇବା ଦ୍ବାରା ରକ୍ତଚାପ ନିୟନ୍ତ୍ରଣରେ ରହିଥାଏ। ଏହା ଦ୍ବାରା ହୃଦଘାତର ଆଶଙ୍କା ମଧ୍ୟ କମ୍ ଥାଏ। ଚକ୍ଷୁଜନିତ ସମସ୍ୟା ପାଇଁ ମଧ୍ୟ ଏହି ଫଳ ଖାଇବା ଅତ୍ୟନ୍ତ ଜରୁରୀ। ଦକ୍ଷିଣ ଭାରତର ଅଧିକାଂଶ ଲୋକ ତାଳସଜ ଖାଇବାକୁ ଭଲ ପାଆନ୍ତି। ସେଥିପାଇଁ ସେଠାକାର ଲୋକେ ସୁସ୍ଥ ରୁହନ୍ତି ବୋଲି କୁହାଯାଏ।

   Related Posts