Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ବଞ୍ଜାରୀ ଘାଟି ରାସ୍ତା କଡରୁ ଆଇଇଡି ବିସ୍ଫୋରକ ଠାବ

16/07/2021 at 10:52 AM

କଳାହାଣ୍ଡି ୧୬।୭: କଳାହାଣ୍ଡି ଜିଲ୍ଲା ବଞ୍ଜାରୀ ଘାଟି ରାସ୍ତା କଡରୁ ଆଇଇଡି ବିସ୍ଫୋରକ ଠାବ ହୋଇଛି । ଶକ୍ତିଶାଳୀ ୭ଟି ଆଇଇଡି ବିସ୍ଫୋରକ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ । ସୂଚନା ପାଇବା ପରେ ସିଆରପିଏଫ ଯବାନ, ବମ୍ ସ୍କ୍ବାଡ୍ ଓ ଡଗ୍ ସ୍କ୍ବାଡ୍ ଦ୍ବାରା ବିସ୍ଫୋରକ ଉଦ୍ଧାର କରିଛନ୍ତି ।

ତେବେ ବିଭିନ୍ନ ପଥର ଖାଦାନରେ ପଥର ବିସ୍ଫୋରଣ ପାଇଁ ବ୍ୟବହାର ହେବାକୁ ଆସିଥିବା ଆଇଇଡିକୁ ଫିଙ୍ଗା ଯାଇଥିବା ସନ୍ଦେହ କରାଯାଉଛି । ମାଓପ୍ରବଣ ଅଞ୍ଚଳରେ ଏଭଳି ଅବାଧରେ ପଡିଥିବା ବିସ୍ଫୋରକ ଠାବ ହେବା ଚିନ୍ତାଜନକ ବିଷୟ ପାଲଟିଛି ।

   Related Posts