Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ପୂର୍ବାଞ୍ଚଳ ଆଇଜି ହିମାଂଶୁ କୁମାର ଲାଲଙ୍କ ନୀଳଗିରି ଗସ୍ତ

14/07/2021 at 5:14 PM

ନୀଳଗିରି ୧୪।୭: ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳକୁ ପୂର୍ବାଞ୍ଚଳ ଆଇଜି ହିମାଂଶୁ କୁମାର ଲାଲ ଗସ୍ତ କରିଛନ୍ତି। ପ୍ରଥମେ ନୀଳଗିରି ଥାନାର ନୂତନ ଗୃହକୁ ଉଦଘାଟନ କରିଥିଲେ। ବାଲେଶ୍ବର ଏସପି ସୁଧାଂଶୁ ଶେଖର ମିଶ୍ର, ନୀଳଗିରି ଏସଡିପିଓ ରିତେଶ କୁମାର ପଟ୍ଟନାୟକ, ନୀଳଗିରି ଆଇଆଇସି ପ୍ରଭଞ୍ଜନ ବେହେରା, ଔପଦା ଆଇଆଇସି, ଖଇରା ଆଇଆଇସି ସମେତ ନୀଳଗିରି ଉପଖଣ୍ଡ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ। ପରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ଗୁରୁତ୍ବ ଦେବା ସହ ଥାନାକୁ ଅଧିକ ଷ୍ଟାଫ ଯୋଗାଇଦେବେ ବୋଲି କହିଥିଲେ ।

   Related Posts