କନ୍ୟା ବିବାହରେ ଆଉ ରହିବନି ସମସ୍ୟା, ସହାୟତା ଯୋଗାଇବେ ସରକାର : ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର ଶୁଭାରମ୍ଭ

NEWS7
ignore-the-2013-batch-of-contract-based-teachers

ବ୍ରହ୍ମପୁର ୦୩।୦୨: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର ଶୁଭାରମ୍ଭ । ଗଞ୍ଜାମର ମା’ ତାରାତାରିଣୀ ପୀଠରୁ ଏହି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଶତାଧିକ ନବଦମ୍ପତ୍ତିଙ୍କ ବିବାହର ଆୟୋଜନ କରାଯାଇଛି । ପ୍ରତ୍ୟେକ ବିବାହ ପାଇଁ ସରକାର ବ୍ୟୟ କରିବେ ୬୦ ହଜାର ଟଙ୍କା ।