Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସରେ ସ୍ଥାନ ପାଇବ ପଶ୍ଚିମ ଓଡିଶାର କଳାକୃତୀ, ୮ ଓଡିଆ କଳାକାର ହାସଲ କଲେ ସଫଳତା
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ
  • ||
  • ଆଉ ଏକ ଲଘୁଚାପ, ୩୦ ଯାଏଁ ସାରା ରାଜ୍ୟରେ ବର୍ଷା
  • ||
  • ବରଗଡ଼ : ଗାଁ ମୁଣ୍ଡରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ନା ଆଉ କିଛି ?
  • ||
  • ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ମିଳିଲା ମୃତଦେହ, ଶାଢୀରେ ଝୁଲିପଡିଲେ ଯୁବକ
  • ||
  • ଦିନେ ବଢିବା ପରେ ପୁଣି କମିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୧୫ କରୋନା ପଜିଟିଭ୍
  • ||

ଥାନା ଅଧିକାରୀ କରୋନା ଆକ୍ରାନ୍ତ, ରୁପ୍ସା ଥାନା ସିଲ୍‌

31/07/2020 at 1:11 PM

ବାଲେଶ୍ବର୩୧/୭: ବାଲେଶ୍ବର ଜିଲ୍ଲା ରୁପ୍ସା ଥାନା ଆଇଆଇସି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଚିହ୍ନଟ ପରେ ରୁପ୍ସା ଥାନାକୁ ସିଲ୍‌ କରାଯାଇଛି । ପରବର୍ତ୍ତୀ ନିଷ୍ପତ୍ତି ପର୍ଯ୍ୟନ୍ତ ଥାନାକୁ ମଧ୍ୟକୁ ସାଧାରଣ ଲୋକଙ୍କୁ ପ୍ରବେଶ ମନା । ଥାନା ଅଧିକାରୀ ଗତକାଲି ଅପରାହ୍ନରେ ଅସୁସ୍ଥ ଅନୁଭବ କରିଥିଲେ । ମୁଣ୍ଡ ବିନ୍ଧିବା ସହ ଜ୍ବର ଆସିଥିଲା । ଶୁକ୍ରବାର ଥାନା ଅଧିକାରୀ ନିଜେ ବାଲେଶ୍ବର ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ଆସି ସ୍ବାବ ଟେଷ୍ଟ କରିଥିଲେ। ଆଉ ରିପୋର୍ଟ ପଜିଟିଭ୍ ଆସିଛି । ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରେଡକ୍ସ କ୍ୟାବିନରେ ରଖାଯାଇଛି । 

   Related Posts