Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

24/10/2021 at 11:30 AM

ନୂଆଦିଲ୍ଲୀ,୨୪/୧୦: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଦୁଇଦିନିଆ ଜମ୍ମୁ-କାଶ୍ମୀର ଗସ୍ତରେ ଯାଇଛନ୍ତି । ଏହି ଗସ୍ତ କାଳରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସହ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରବିବାର ଆଇଆଇଟି ଜମ୍ମୁ କ୍ୟାମ୍ପସ୍‌ର ନୂତନ ଗୃହ ଓ ଅତ୍ୟାଧୁନିକ ସୁବିଧାର ଲୋକାର୍ପଣ ତଥା ଶିଳାନ୍ୟାସ ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ । ଶିକ୍ଷା ମନ୍ତ୍ରଣାଳୟ ଦାୟିତ୍ୱ ନେବା ପରେ ଧର୍ମେନ୍ଦ୍ରଙ୍କର ଏହା ପ୍ରଥମ ଜମ୍ମୁକାଶ୍ମୀର ଗସ୍ତ।

ଶନିବାର ଅପରାହ୍ନରେ ଜମ୍ମୁରେ ପହଞ୍ଚିବା ପରେ କେନ୍ଦ୍ରମନ୍ତ୍ରୀ ମାଆ ବୈଷ୍ଣୋ ଦେବୀ ମନ୍ଦିର ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ଏହାସହିତ ଆଇଆଇଟି ଜମ୍ମୁଠାରେ ଶିକ୍ଷାନୁଷ୍ଠାନର ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଶିକ୍ଷା ବିଭାଗ ସଂକ୍ରାନ୍ତ ବିଭିନ୍ନ ବିଷୟରେ ଶ୍ରୀ ପ୍ରଧାନ ଆଲୋଚନା କରିଛନ୍ତି । ଏହାଛଡ଼ା କେନ୍ଦ୍ରମନ୍ତ୍ରୀ ଜମ୍ମୁ-କାଶ୍ମୀରର ଉପ ରାଜ୍ୟପାଳ ମନୋଜ ସିହ୍ନାଙ୍କୁ ରାଜଭବନ ଠାରେ ସାକ୍ଷାତ୍‌ ଆଲୋଚନା କରିବାର କାର୍ଯ୍ୟକ୍ରମ ରହଛି।

   Related Posts