Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

୨୭୩ ଲିଟର ପୋଚ୍ ସହ ବିଦେଶୀ ମଦ ଜବତ, ୯ ଗିରଫ

9/06/2020 at 6:29 PM

ବ୍ରହ୍ମପୁର, ୦୯|୦୬: ଲକଡାଉନ୍ ସମୟରେ ମଦର ଚୋରା କାରବାର ଅହେତୁକ ବୃଦ୍ଧି ପାଉଛି । ଅନେକ ସ୍ଥାନରେ ଦେଶୀ ମଦ ମଧ୍ୟ ବେଆଇନ ଭାବେ ବିକ୍ରି ହେଉଥିବା ଅଭିଯୋଗ ହେଉଚି । ଗଞ୍ଜାମ ଜିଲ୍ଲାରେ ମଧ୍ୟ କିଛି ଦିନ ହେଲା ଚୋରା ମଦ କାରବାର ବୃଦ୍ଧି ପାଇଛି । ଜିଲ୍ଲା  ଅବକାରୀ ବିଭାଗ ପକ୍ଷରୁ  ପୁରୁଷୋତ୍ତମପୁର,  ଛତ୍ରପୁର ଓ ଖଲ୍ଲିକୋଟର ବିଭିନ୍ନ ଅଞ୍ଚଳରେ ଚଢାଉ କରାଯାଇଛି ।

ଏହି ଚଢାଉରେ ବିଭାଗ ୨୭୩ ଲିଟର ପୋଚ୍ ସହ ପାଖାପାଖି ୧୮ ଲିଟର ବିଦେଶୀ ମଦ ଜବତ କରିଛି । ଏହାସହ ୩ଟି ମୋଟରସାଇକେଲ ମଧ୍ୟ ଜବତ କରାଯାଇଛି । ଏହି ଘଟଣାରେ ସଂପୃକ୍ତି ଅଭିଯୋଗରେ ୯ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଏନେଇ ଛତ୍ରପୁର ଅବକାରୀ ସୁପରିଟେଣ୍ଡେଣ୍ଟ୍ ସୂଚନା ଦେଇଛନ୍ତି ।

   Related Posts