Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ, ଦୁଇ ଦିନରୁ ନିଖୋଜ ଥିବା ବ୍ୟକ୍ତିଙ୍କର ମିଳିଲା ମୃତଦେହ

25/08/2019 at 1:09 PM

ଆଠମଲ୍ଲିକ ୨୫|୮: ଅନୁଗୋଳ ଜିଲ୍ଲା ଆଠମଲ୍ଲିକରେ ବିଷାକ୍ତ ମଦ ପିଇ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । କିଶୋରନଗର ଥାନା ଅନ୍ତର୍ଗତ ଅଗପଡା ପଞ୍ଚୟତର ବୁଦୁଲିମୁଣ୍ଡା ଚୋରା ମଦ ଭାଟିରୁ ମଦ ପିଇ ତୁରୁଡ଼ା ଗ୍ରାମର ଗଙ୍ଗାଧର ବେହେରା ମୃତ୍ୟୁ ହୋଇଥିବା ପରିବାରଲୋକ ଅଭିଯୋଗ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗଙ୍ଗାଧର ଗତ ଦୁଇ ଦିନରୁ ନିଖୋଜ ଥିଲା । ଆଜି ତାଙ୍କର ମୃତଦେହ ବୁଦୁଲିମୁଣ୍ଡା ମଦଭାଟି ନିକଟରୁ ମିଳିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ନାହିଁ ।

ଏହି ଅଞ୍ଚଳରେ ବେଧଡ଼କ ଦେଶୀ ଓ ବିଦେଶୀ ମଦ ବିକ୍ରି ହେଉଥିବାର ବାରମ୍ବାର ଅଭିଯୋଗ କଲା ପରେ ବି ଅବକାରୀ କିମ୍ବା କିଶୋରନଗର ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉନଥିବା ଗ୍ରାମବାସୀ କହିଛନ୍ତି । ଚୋରା ମଦ ପିଇ ଲୋକ ମଲେବି ପୋଲିସ ଭୟରେ ଖବର ଦେଉନାହାନ୍ତି । ଯାହା ଫଳରେ ମଦ ବ୍ୟବସାୟୀମାନଙ୍କର ଦୌରାତ୍ମ୍ୟ ଦିନକୁ ଦିନ ବଢିବାରେ ଲାଗିଛି ।

   Related Posts