Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

ଚୋରା କାଠ ବୋଝେଇ ଟାଟା ଏସି ଗାଡି ଜବତ

17/07/2020 at 11:11 AM

ନୀଲଗିରି୧୫/୭୫:  ନୀଳଗିରି ରେଞ୍ଜ ଅଧୀନ ବିଭିନ୍ନ ଅଞ୍ଚଳରେ କାଠ ଚୋରା କାରବାର ଦିନକୁ ଦିନ ବଢି ଚାଲିଛି।ଶୁକ୍ରବାର ସଜନାଗଡ଼ ବିଟ ଅଧିନରେ କାର୍ଯ୍ୟରତ ଫରେଷ୍ଟର ଶ୍ରୀଧର ଲେଙ୍କା ଏକ ଟାଟା ଏସି ଗାଡ଼ିରେ  ଚୋରା  କାଠ ବୋଝେଇ ଟ୍ରକକୁ ଜବତ କରିଛନ୍ତି।ଏହି ଟ୍ରକରେ କେଉଁ ଗଛର କାଠ ଅଛି ସେହି ସଂପର୍କରେ ବନ ବିଭାଗ ପାଖରେ ଖବର ନାହିଁ। ତଦନ୍ତ ପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବନ ବିଭାଗ ସୂଚନା ଦେଇଛି।  

   Related Posts