Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ବେଆଇନ ଚିଙ୍ଗୁଡି ଘେରି ଉଚ୍ଛେଦ ଆରମ୍ଭ କଲା ପ୍ରଶାସନ, ସୁରକ୍ଷା ଦୃଷ୍ଟିରୁ ପୋଲିସ ଫୋର୍ସ ମୁତୟନ

26/11/2019 at 9:41 AM

କୃର୍ଷ୍ଣପ୍ରସାଦ ୨୬।୧୧: ଚିଲିକାରୁ ବେଆଇନ ଚିଙ୍ଗୁଡି ଘେରି ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ପ୍ରଥମ ଦିନରେ ୧୩୭ ଏକର ବେଆଇନ ଚିଙ୍ଗୁଡି ଘେରି ଉଚ୍ଛେଦ କରିଛି ଜିଲ୍ଲା ପ୍ରଶାସନ ।

ସୂଚନାଯୋଗ୍ୟ ଯେ,  କୃଷ୍ଣପ୍ରସାଦ ବ୍ଲକ କନ୍ଦାଖାଇ  ଚିଲିକାରୁ ଘେରି  ଉଛେଦ କାମ ଚାଲିଛି । ୩୦ଜଣ ଶ୍ରମିକ ମାଧ୍ୟମରେ ଉଛେଦ କାର୍ଯ୍ୟ ଜାରି ରହିଛି । ଉଛେଦ ହେଉଥିବା ସ୍ଥାନକୁ ଯାଇ ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ ପରିଦର୍ଶନ କରିଛନ୍ତି ।  ବେଆଇନି ଚିଙ୍ଗୁଡି ଘରି ଉଛେଦ କାର୍ଯ୍ୟ ଏକ ମାସ ଧରି ଚାଲିବ ବୋଲି ତହସିଲିଦାର ସୂଚନା ଦେଇଛନ୍ତି  । ଆଇନଶୃଙ୍ଖଳା ପାଇଁ ଏକ ପ୍ଲାର୍ଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ସେପଟେ ଘେରି ଉଚ୍ଛେଦକୁ ବିରୋଧ କରି ଦାନା ବାନ୍ଧୁଛି ଆନ୍ଦୋଳନ । ଆଜି ବିରୋଧ କରିବା ସହ ତହସିଲଦାପଙ୍କ ବାସଭବନ ଘେରାଉର  ଚେତାବନୀ  ଦେଇଛି ଦ୍ବୀପାଞ୍ଚଳ ପେଷାଦାର  ମତ୍ସ୍ୟଜୀବୀ  ମହାସଂଘ ।

   Related Posts