Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଡବଲ ଡୋଜ ପରେ ବି ଦିଆଯିବ କି ବୁଷ୍ଟର ଡ଼ୋଜ୍, ଚାଲିଛି ଅନୁଧ୍ୟାନ

11/09/2021 at 12:53 PM

ଭୁବନେଶ୍ୱର ୧୧।୦୯:  ଅଗଷ୍ଟରୁ ସେପ୍ଟେମ୍ବର ପ୍ରଥମ ସପ୍ତାହ ଭିତରେ ରାଜ୍ୟର ୬୦୦ ସାମ୍ପୁଲକୁ ଜେନମ ସିକ୍ୱେନ୍ସିଂ କରାଯାଇଥିଲା । ୪୨୫ ଡେଲ୍ଟା ଭାରିଏଣ୍ଟ ବାହାରିଥିଲା । ଅନ୍ୟ ସବୁ ସାମ୍ପଲ ଅନ୍ୟ ଭାରିଏଣ୍ଟର । କୌଣସି ନୂଆ ମ୍ୟୁଟେସନ ଚିହ୍ନଟ ହୋଇନି । ଟୀକା ନେଲା ପରେ ବି ୨୦% ଙ୍କ ପାଖରେ ସୃଷ୍ଟି ହେଉନି ଆଣ୍ଟିବଡି ବୋଲି କହିଛନ୍ତି ILS ନିର୍ଦେଶକ ଡକ୍ଟର ଅଜୟ ପରିଡ଼ା ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ,  ଅଧିକ ସାମ୍ପଲର ଜେନମ ସିକ୍ୱେନ୍ସିଂରେ ଓଡ଼ିଶା ଦେଶରେ ୪ ନମ୍ବର । ଜାନୁଆରୀରୁ ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ୬ ହଜାର ସାମ୍ପୁଲ ଜେନାମ ସିକ୍ୱେନ୍ସିଂ ହୋଇଛି । ଡବଲ ଡୋଜ ପରେ ବୁଷ୍ଟର କି ତୃତୀୟ ଡୋଜ ଦେବା ନେଇ ଚାଲିଛି ଅନୁଧ୍ୟାନ । ତେବେ ସମାନ କମ୍ପାନିର କିମ୍ବା ଅନ୍ୟ କମ୍ପାନିର ଡୋଜ ଦିଆଯିବ, ଏହାକୁ ନେଇ ବିଶ୍ଳେଷଣ କରାଯାଉଛି । ଖୁବଶୀଘ୍ର ଭାରତ ସରକାର ଏ ସମ୍ପର୍କରେ ଘୋଷଣା କରିବେ ।

   Related Posts