Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||

ଭାରତୀୟ ସେନାର ଦୃଢ କାର୍ଯ୍ୟାନୁଷ୍ଠାନ ପରେ ଚିନ୍ତାରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ ଖାନ

21/10/2019 at 9:32 PM

ଇସଲାମାବାଦ ୨୧।୧୦ – ପିଓକେରେ ଭାରତୀୟ ସେନାର ଦୃଢ କାର୍ଯ୍ୟାନୁଷ୍ଠାନ ପରେ ଚିନ୍ତାରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ ଖାନ । ଏହି ପ୍ରସଙ୍ଗରେ ବିରେ।ଧୀଙ୍କ ସମାଲେ।ଚନାର ଶୀକର ହେ।ଇଛନ୍ତି ଇମ୍ରାନ । ଆସନ୍ତା ୨୭ ତାରିଖରେ ଇମ୍ରାନଙ୍କ ବିରୋଧରେ ଆନ୍ଦୋଳନ କରିବା ନେଇ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି ।

ଏହି ଆନ୍ଦୋଳନରେ ପ୍ରାୟ ୧୦ ଲକ୍ଷ ସାଧାରଣ ଲୋକ ଯୋଗଦେବେ । ଯଦି ଏପରି ହୁଏ ତେବେ ଏହା ଇମରାନଙ୍କ ବିରୋଧରେ ସବୁଠାରୁ ବଡ ପ୍ରଦର୍ଶନ ହେବ । ରବିବାର ଭାରତୀୟ ଯବାନ ପିଓକେରେ ଆତଙ୍କବାଦୀ କ୍ୟାମ୍ପ ଉପରେ ଆକ୍ରମଣ କରଥିଲେ ।

ଏଥିରେ ୭ଟି ଆତଙ୍କବାଦୀ କ୍ୟାମ୍ପ ଧ୍ୱଂସ ହୋଇଥିଲା । ଏହାସହ ୧୦ଜଣ ପାକ୍ ସୈନିକ ନିହତ ହୋଇଥିଲେ । ଏହି ଘଟଣାକୁ ପାକିସ୍ତାନର ଅନେକ ବିରୋଧୀ ଦଳ ପ୍ରସଙ୍ଗ କରିଛନ୍ତି ।

   Related Posts