Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲକୁ ଦ୍ବିତୀୟ ଥର ଏନଏବିଏଚ ମାନ୍ୟତା

24/05/2021 at 5:20 PM

ଭୁବନେଶ୍ବର ୨୪।୫: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲକୁ ସମ୍ମାନଜନକ ନ୍ୟାସନାଲ ଆକ୍ରେଡିସନ ବୋର୍ଡ ଫର୍ ହସ୍ପିଟାଲ୍ସ ଆଣ୍ଡ ହେଲଥକେୟାର ପ୍ରୋଭାଇଡର୍ସ (ଏନଏବିଏଚ) ସ୍ବୀକୃତି ପ୍ରାପ୍ତ ହୋଇଛି । ଗତ ମେ’ ୧୩ ତାରିଖରୁ ଲାଗୁ ହୋଇଥିବା ଏହି ସ୍ବୀକୃତି ଆସନ୍ତା ୪ ବର୍ଷ ଯାଏଁ ବଳବତ୍ତର ରହିବ । ଏନଏବିଏଚ ହେଉଛି କ୍ବାଲିଟି କାଉନସିଲ୍ ଅଫ୍ ଇଣ୍ଡିଆର ଏକ କନଷ୍ଟିଚ୍ୟୁଏଣ୍ଟ ବୋର୍ଡ ଅଟେ । ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲ ଦ୍ବିତୀୟ ଥର ପାଇଁ ଏହି ଏନଏବିଏଚ ମାନ୍ୟତା ହାସଲ କରିଛି ।

   Related Posts