Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଯାଜପୁର ଏବଂ ଭଦ୍ରକରେ ଚିହ୍ନଟ ୧୦ ସଂକ୍ରମିତଙ୍କ ସହ ରହିଛି କୋଲକାତା ଲିଙ୍କ୍

20/04/2020 at 3:45 PM

ଯାଜପୁର୨୦/୪:  ଯାଜପୁର ଓ ଭଦ୍ରକରେ ଚିହ୍ନଟ ହୋଇଥିବା ୧୦ କରୋନା ସଂକ୍ରମିତଙ୍କ  ସହ କୋଲକାତା ଲିଙ୍କ ରହିଛି।  ୨୪ ଘଣ୍ଟା ମଧ୍ୟରେ ଟେଷ୍ଟ ହେବା ପରେ ସମସ୍ତଙ୍କର କୋଭିଡ-୧୯ ପଜିଟିଭ୍ ବାହାରିଥିଲା। ୨୮ ଦିନ ଭିତରେ ଯେଉଁମାନେ ପଶ୍ଚିମବଙ୍ଗରୁ ଫେରିଛନ୍ତି, ସମସ୍ତଙ୍କୁ କ୍ବାରେନଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ସ୍ଥାନୀୟ ସରପଞ୍ଚ ଓ ତହସିଲଦାରଙ୍କୁ ଅବଗତ କରାଯାଇଛି ଯେ, ଯେଉଁମାନେ ପଶ୍ଚିମବଙ୍ଗରୁ ଫେରିଛନ୍ତି ସେମାନଙ୍କୁ କ୍ବାରେନଣ୍ଟାଇନ୍‌ରେ ରହିବେ।

   Related Posts