Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

ଅଗ୍ନିକାଣ୍ଡରେ ୫ ଗୁରୁତର, ଘରେ ମୋଟ୍‌ ଥିଲେ ୮

31/07/2020 at 8:26 AM

କେନ୍ଦ୍ରାପଡା୩୧/୭:  କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଗିରଙ୍ଗ ଗାଁରେ ଅଘଟଣ । ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ଜଣେ ଶିଶୁଙ୍କ ସମେତ ୫ ଜଣ ଗୁରୁତର ହୋଇଥିବା ବେଳେ ୩ ଜଣ ଆହାତ ହୋଇଛନ୍ତି । ଗୁରୁତରଙ୍କ  ଅବସ୍ଥା ସଙ୍କଟାପନ୍ନ ଥିବାବେଳେ ସେମାନଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । କେହି ଦୃବୃର୍ତ୍ତ ଘରର ବାହାର ପଟୁ କବାଟ ବନ୍ଦକରି ଘର ଭିତରେ ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ଘରେ ମୋଟ୍ ୮ ଜଣ ଥିବା ବେଳେ ୫ ଜଣ ଗୁରୁତର ଓ ୩ ଜଣ ଆହତ ହୋଇଛନ୍ତି ।

ଗୁରୁତର ହେଲେ ୧-ଟୁକୁନା ବାରିକ (ବାପା),୨-ଗୀତାଞ୍ଜଳି ବାରିକ(ମାଆ),୩-ଶିବବ୍ରତ ବାରିକ (ବଡ ପୁଅ),୪-ଶୁଭଶ୍ମିତା ବାରିକ(ବଡ ବୋହୁ),୫-ଏକ ମାସର ଶିଶୁ ପୁତ୍ରଙ୍କୁ କଟକ ସ୍ଥାନାନ୍ତର ସାନ ବୋହୂ, ସାନ ପୁଅ ଓ ବର୍ଷକର ଶିଶୁ କନ୍ୟା ଗୁରୁତର, କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

   Related Posts