ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବେଙ୍ଗାଲୁରୁ: ଶରୀରରୁ ଚର୍ବି ଘଟାଇବା ହେଲା କାଳ, ପ୍ଲାଷ୍ଟିକ ସର୍ଜରୀ ବେଳେ ଅଭିନେତ୍ରୀଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୩ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୫୬୯ କରୋନା ପଜିଟିଭ୍
  • ||
  • ଡାଇଭ୍ ମାରି କ୍ୟାଚ୍ ଧରିଲେ ଜନି ବେୟରଷ୍ଟୋ, ହେଲେ ଅମ୍ପାୟାର କହିଲେ ନଟଆଉଟ୍ ! ଜାଣନ୍ତୁ କାହିଁକି…
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ପୋଲିସ, ୨ ଗିରଫ
  • ||

ଭୁବନେଶ୍ବର ଲିଙ୍ଗରାଜ ରୋଡ୍ ରେଲୱେ ଓଭର୍ ବ୍ରିଜ୍ ର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

23/08/2018 at 6:25 PM

ଭୁବନେଶ୍ବର ଲିଙ୍ଗରାଜ ରୋଡ୍ ରେଲୱେ ଓଭର୍ ବ୍ରିଜ୍ ର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୬୫୩ ମିଟରର ଓଭର୍ ବ୍ରିଜର ୨୦୧୨ରେ ଶୁଭ ଦିଆଯାଇଥିଲା । ଓଭର୍ ବ୍ରିଜ୍ ନିର୍ମାଣ ପାଇଁ ୩୨ କୋଟିରୁ ଅଧିକ ଟଙ୍କା ବ୍ୟୟ କରାଯାଇଛି ।

   Related Posts