Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଭାରତ-ଇଂଲଣ୍ଡ ପ୍ରଥମ ଟି-ଟ୍ବେଣ୍ଟି : ଟସ୍ ଜିତି ଇଂଲଣ୍ଡର ବୋଲିଂ ନିଷ୍ପତ୍ତି, ଜାଣନ୍ତୁ ଉଭୟ ଟିମ୍‌ର ପ୍ଲେଇଂ ଇଲେଭେନ୍‌…

12/03/2021 at 6:48 PM

ଅହମ୍ମଦାବାଦ ୧୨/୦୩ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି  ୫ ମ୍ୟାଚ୍‌ ବିଶିଷ୍ଟ ଟି-ଟ୍ବେଣ୍ଟି  । ପ୍ରଥମ ମ୍ୟାଚ୍‌ରେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି ଭ୍ରମଣକାରୀ ଇଂଲଣ୍ଡ । ଇଂଲଣ୍ଡ ଅଧିନାୟକ ଟସ୍‌ ଜିତିବା ପରେ ଭାରତକୁ ପ୍ରଥମେ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି ।

ଇଂଲଣ୍ଡର ଚୂଡାନ୍ତ ଏକାଦଶ : ଜେସନ୍‌ ରୟ, ଜୋସ୍‌ ବଟଲର, ଡେଭିଡ୍‌ ମଲାନ, ଜୋନି ବୟାରିଷ୍ଟୋ, ଇୟନ୍‌ ​‌ମୋର୍ଗାନ୍‌, ବେନ୍ ଷ୍ଟୋକସ୍‌, ସାମ୍‌ କରନ୍‌, ଜୋଫ୍ରା ଆର୍ଚର, କ୍ରିସ୍‌ ଜୋର୍ଡନ୍, ଆଦିଲ ରସିଦ ଏବଂ ମାର୍କ ବୁଡ୍

Image

ଭାରତର ଚୂଡାନ୍ତ ଏକାଦଶ : କେଏଲ. ରାହୁଲ, ଶିଖର ଧାଓ୍ବନ, ବରାଟ କୋହଲି, ଶ୍ରେୟସ୍‌ ଆୟର, ଋଷଭ ପନ୍ତ, ହାର୍ଦ୍ଧିକ ପାଣ୍ଡ୍ୟା, ଓ୍ବାଶିଂଟନ ସୁନ୍ଦର, ଅକ୍ଷର ପଟେଲ, ଭୁବନେଶ୍ବର କୁମାର, ସାର୍ଦ୍ଦୁଳ ଠାକୁର ଏବଂ ୟୁଜବେନ୍ଦ୍ର ଚହଲ  

   Related Posts