Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଏହି ଭାରତୀୟ ଅଲରାଉଣ୍ଡର, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ

27/07/2021 at 4:13 PM

କଲମ୍ବୋ ୨୭/୦୭ : ଭାରତ ଏବଂ ଶୀଲଙ୍କା ମଧ୍ୟରେ ମଙ୍ଗଳବାର ହେବାକୁ ଥିବା ଟ୍ବେଣ୍ଟି ଟ୍ବେଣ୍ଟି ମ୍ୟାଚ୍ ବାତିଲ କରାଯାଇଛି । ଭାରତୀୟ କ୍ରିକେଟର କ୍ରୁନାଲ ପାଣ୍ଡ୍ୟା କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । କ୍ରୁନାଲ ପାଣ୍ଡ୍ୟା କରୋନା ଆକ୍ରାନ୍ତ ଥିବା ଜଣାପଡିବା ପରେ ମଙ୍ଗଳବାର ହେବାକୁ ଥିବା ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟିକୁ ବାତିଲ କରିଦିଆଯାଇଛି ।

ତେବେ ପ୍ରଶ୍ନ ଉଠିଛି କଡା ବାୟୋ ବବଲରେ ଥାଇ ମଧ୍ୟ କିଭଳି ଭାବେ କରୋନାରେ ଆକ୍ରାନ୍ତ ହେଲେ କ୍ରୁନାଲ ପାଣ୍ଡ୍ୟା । ତେବେ ଦ୍ବିତୀୟ ଟ୍ବେଣ୍ଟି ବାତିଲ ହୋଇଛି । ଏହା କେବେ ଖେଳାଯିବ ସେ ନେଇ କୌଣସି ସୂଚନା ମିଳିନଥିବା ବେଳେ ସିରିଜ୍ ଆଗକୁ ଜାରି ରହିବ କି ନାହିଁ ସେ ନେଇ ମଧ୍ୟ କୌଣସି ତଥ୍ୟ ହସ୍ତଗତ ହୋଇନାହିଁ। ଆସନ୍ତାକାଲି ଅର୍ଥାତ ବୁଧବାର ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ଖେଳାଯାଇପାରେ ବୋଲି ଅନୁମାନ କରାଯାଉଛି ।

   Related Posts