Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା, ଆକାଉଣ୍ଟକୁ ୯୧୦ କୋଟି ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
  • ||
  • ୫୦୦ ଲୋକଙ୍କୁ ନେଇ ଧୁମଧାମ୍‌ରେ ଚାଲିଥିଲା ବାହାଘର ଭୋଜି, ଚଢଉ କଲେ ତହସିଲଦାର…ଲାଗିଲା ମୋଟା ଅଙ୍କର ଫାଇନ୍
  • ||
  • ୩ ହଜାର ଲିଟର ମଦ ଜବତ, ୬୦ଟି ବସ୍ତାରେ ହେଉଥିଲା ଚାଲାଣ
  • ||
  • ନାଉ କିଆରୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ, ଜଣେ ଗିରଫ
  • ||
  • ଚେତୁ ନାହାଁନ୍ତି ଲୋକେ, ବିନିକା ବଜାରରେ କରୋନା କଟକଣା ବାଟବଣା
  • ||
  • ଚଣ୍ଡିଖୋଲ : ଧଳା ଜହର ରାକେଟ୍‌ର ପର୍ଦ୍ଦାଫାଶ କଲା ସଡକ ଦୁର୍ଘଟଣା, ଜବତ ହେଲା ୯ ଗ୍ରାମ୍ ବ୍ରାଉନସୁଗାର
  • ||
  • ଚଣ୍ଡିଖୋଲ : ଚଳିତ ବର୍ଷ ଫିକା ପଡିଛି ଇଦ୍, ଯାଜପୁରରେ ନିରାଡମ୍ବର ଭାବେ ପାଳିତ ହେଉଛି ଉଦ୍-ଉଲ୍-ଫିତର
  • ||
  • ତେଲକୋଇ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ସ୍ତ୍ରୀ ଗୁରୁତର, ସ୍ବାମୀ ଆହତ
  • ||
  • ନୂଆଦିଲ୍ଲୀ : ଆପ୍ ନେତା ଜରନେଲ୍ ସିଂହଙ୍କ କରୋନାରେ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଭାରତ-ନ୍ୟୁଜିଲାଣ୍ଡ ୨ୟ ଟି-୨୦ : ନ୍ୟୁଜିଲାଣ୍ଡକୁ ୭ଓ୍ବିକେଟ୍‌ରେ ହରାଇଲା ଭାରତ

8/02/2019 at 4:17 PM

ଅକଲାଣ୍ଡ ୮|୨: ଦ୍ବିତୀୟ ଟି-୨୦ରେ ନ୍ୟୁଜିଲାଣ୍ଡକୁ ହରାଇଲା ଭାରତ । ନ୍ୟୁଜିଲାଣ୍ଡକୁ ୭ ୱିକେଟରେ ହରାଇଛି ଟିମ ଇଣ୍ଡିଆ । ପ୍ରଥମେ ଟସ୍ ଜିତି ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ୍   ହରାଇ ୧୫୮ ରନ୍  କରିଥିଲା କ୍ବିଇ ଟିମ୍ । ଭାରତୀୟ ବୋଲର୍  କୁନାଲ୍  ପାଣ୍ଡ୍ୟା ୩ ଉଇକେଟ୍ ନେଇ ମ୍ୟାନ ଅଫ ଦି ମ୍ୟାଚ ଘୋଷଣା ହୋଇଥିଲେ । ତେବେ ୧୫୯ ଟାର୍ଗେଟକୁ ପିଛା କରି ୩ ୱିକେଟ ବିନିମୟରେ ମ୍ୟାଚ ଜିତି ନେଇଛି ଭାରତ । ରୋହିତ ଶର୍ମା ସର୍ବାଧିକ ୫୦ ରନ କରକିଥିଲେ ।  ଏହି ବିଜୟ ସହ ତିନି ଟିକିଆ ଟି-୨୦ ସିରିଜରେ ୧-୧ରେ ସ୍ଥିତି ରହିଛି ।

   Related Posts