Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ

23/06/2021 at 9:53 AM

ନୂଆଦିଲ୍ଲୀ ୨୩/୬ : ଦେଶରେ ତଳକୁ ଖସୁଛି କରୋନା ସଂକ୍ରମଣ । ଲକ୍ଷ ଲକ୍ଷ ଟ୍ରେଣ୍ଡ ପରେ ଏବେ କରୋନା ପାରା ୬୦ ହଜାର ତଳକୁ ଖସିବାରେ ଲାଗିଛି । ଏହାରି ଭିତରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩୫୮ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୫୦,୮୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୩୫୮ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୦୦ଲକ୍ଷ ୨୮ ହଜାର ୭୦୯ରେ ପହଞ୍ଚିଛି ।


ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୯୦ ହଜାର ୬୬୦ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୯ ଲକ୍ଷ ୮୪ହଜାର ୮୫୫ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୬୪୩୧୯୪ ।

   Related Posts