Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୧ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୧ ମୃତ

3/11/2021 at 9:36 AM

ନୂଆଦିଲ୍ଲୀ ୦୩/୧୧: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୧୧ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୯୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୧୧ ଜଣଙ୍କ ମୃତ୍ୟୁ ଘଟିଛି । ଏବେ ଦେଶରେ ୧୫୧୨୦୯ ସକ୍ରିୟ ମାମଲା ରହିଛି । ସେହିପରି ୩୩୬୯୭୭୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts