Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||
  • ଲମତାପୁଟ : ଗଞ୍ଜେଇ ଚାଲାଣ ରୋକିବାକୁ କୋରାପୁଟ ପୋଲିସର ବଡ ପଦକ୍ଷେପ, ଆରମ୍ଭ ହେଲା ଅପରେସନ୍ ଗ୍ରୀନ୍ କ୍ଲିନ୍
  • ||

୨୪ ଘଣ୍ଟାରେ ଦେଶରେ ୨ଲକ୍ଷ ୮ ହଜାରରୁ ଅଧିକ ପଜିଟିଭ୍, ୪୧୫୭ ମୃତ

26/05/2021 at 10:12 AM

ନୂଆଦିଲ୍ଲୀ,୨୬/୦୫: ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୮ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୧୫୭ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୮ ହଜାର ୯୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୧୦୦ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୧୫୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୭୧ଲକ୍ଷ ୫୭ ହଜାର ୭୯୫ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୧୧ ହଜାର ୩୮୮ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୪୩ ଲକ୍ଷ ୫୮ ହଜାର ୮୧୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୪୯୫୫୯୧ ।

   Related Posts