Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଭାରତ-ଶ୍ରୀଲଙ୍କା ପ୍ରଥମ ଟି-୨୦ : ଟସ୍ ଜିତିଲା ଶ୍ରୀଲଙ୍କା, ପ୍ରଥମେ ବ୍ୟାଟିଂ କରିବ ଭାରତ

25/07/2021 at 8:15 PM

କଲମ୍ବୋ ୨୫/୦୭ : ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟ୍ବେଣ୍ଟି ଟ୍ବେଣ୍ଟି ମ୍ୟାଚ ଖେଳାଯିବ । ଦିନିକିଆ ଭଳି ଟ୍ବେଣ୍ଟି ଟ୍ବେଣ୍ଟିରେ ମଧ୍ୟ ସିରିଜ୍ କବଜା କରିବା ଲକ୍ଷ୍ୟରେ ରହିଛି ଟିମ ଇଣ୍ଡିଆ । ପ୍ରଥମ ଟି-୨୦ରେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛି ଶ୍ରୀଲଙ୍କା । ପ୍ରଥମେ ବ୍ୟାଟିଂ କରିବ ଭାରତ ।

ଭାରତର ପ୍ଲେଇଂ ଇଲେଭେନ୍‌ : ଶିଖର ଧାୱନ (ଅଧିନାୟକ), ପୃଥ୍ବୀ ସ’, ଇଶାନ କିଶନ, ସୂର୍ଯ୍ୟକୁମାର ଯାଦବ, ସଞ୍ଜୁ ସାମସନ, ହାର୍ଦ୍ଦିକ ପାଣ୍ଡ୍ୟା, କ୍ରୁନାଲ ପାଣ୍ଡ୍ୟା, ଦୀପକ ଚହର, ଭୁବନେଶ୍ୱର କୁମାର, ଯୁଜବେନ୍ଦ୍ର ଚହଲ, ବରୁଣ ଚକ୍ରବର୍ତ୍ତୀ

ଶ୍ରୀଲଙ୍କାର ପ୍ଲେଇଂ ଇଲେଭେନ୍ : ଅବିଷ୍କା ଫର୍ନାଣ୍ଡୋ, ମିନୋଦ ଭାନୁକା (ଓ୍ବିକେଟ କିପର), ଭାନୁକା ରାଜପକ୍ଷା, ଧନଞ୍ଜୟ ଡି ସିଲଭା, ଚରିଥ ଆସାଲଙ୍କା, ଦାସୁନ୍ ଶାନାକା (ଅଧିନାୟକ), ହସରଙ୍ଗା, ଚମିକା କରୁଣାରତ୍ନେ, ଅକିଲା ଧନଞ୍ଜୟ, ଦୁଷ୍ମାଥା ଚାମିରା, ଇସୁରୁ ଉଦାନା

   Related Posts