Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ ୨ୟ ଟି-୨୦ ମ୍ୟାଚ୍

8/02/2019 at 9:45 AM

ଅକଲାଣ୍ଡ ୮|୨: ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ ଟି-ଟ୍ବେଣ୍ଟି ସିରିଜର ଦ୍ବିତୀୟ ମ୍ୟାଚ୍ । ସିରିଜ ଓପନରେ ନ୍ୟୁଜିଲାଣ୍ଡଠାରୁ ଶୋଚନୀୟ ପରାଜୟ ପରେ ଆଜି ମ୍ୟାଚ୍ ଜିତିବାକୁ ପୂରା ଚେଷ୍ଟା କରିବ ବ୍ଲୁ ବ୍ରିଗେଡ୍ । ପ୍ରଥମ ମ୍ୟାଚରେ ୮୦ ରନରେ ଭାରତ ହାରିଥିଲା । ଫଟାଫଟ ଫର୍ମାଟରେ ଏହା ଥିଲା ଭାରତର ସବୁଠୁ ଅଧିକ ରନ୍ ବ୍ୟବଧାନରେ ପରାଜୟ । ଆଜି ମ୍ୟାଚରେ ଭାରତ ଚୂଡାନ୍ତ ଏକାଦଶରେ ପେସ୍ ବୋଲର ଖଲିଲଙ୍କୁ ବାଦ୍ ଦେଇ ସିଦ୍ଧାର୍ଥ କୌଲ କିମ୍ବା ମହମ୍ମଦ ସିରାଜଙ୍କୁ ମୌକା ଦେଇପାରେ ।

   Related Posts