Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଦ୍ୱିତୀୟ ଟି ଟ୍ୱେଣ୍ଟିରେ ଭାରତର ଦମ୍‌ଦାର ବିଜୟ

7/11/2019 at 10:14 PM

ରାଜକୋଟ – ରାଜକୋଟରେ ଅନୁଷ୍ଠିତ ହୋଇଥିବା ଭାରତ ବଙ୍ଗଳାଦେଶ ଦ୍ୱିତୀୟ ଟି ଟ୍ୱେଣ୍ଟି ମ୍ୟାଚର ଭାରତର ଦମଦାର ବିଜୟ । ମାତ୍ର ୨ ଟି ଓ୍ୱିକେଟ ହରାଇ ଭାରତ ୧୫୪ରନ୍‌ର ବିଜୟ ଲକ୍ଷ୍ୟ ହାସଲ କରିଛି ।

ପ୍ରଥମେ ବ୍ୟାଟିଂ କରି ବାଙ୍ଗାଲା ଦେଶ ନିର୍ଦ୍ଧାରିତ ୨୦ ଓଭର୍‌ରେ ୬ ଓ୍ୱିକେଟ ହରାଇ ୧୫୩ ରନ୍‌ କରିଥିଲା । ଏହାର ମହମ୍ମଦ ନଇମ୍‌ ସର୍ବାଧିକ ୩୬ ରନ୍‌ କରିଥିଲେ । ଭାରତ ଚହଲ ସର୍ବାଧିକ ୨ଟି ଓ୍ୱିକେଟ ଅକ୍ତିଆର କରିଥିଲେ ।

ଭାରତର ଅଧିନାୟକ ରୋହିତ ଶର୍ମା ସର୍ବାଧିକ ୮୫ ରନ୍‌ କରିଥିଲେ । ଧଓ୍ୱନ ୩୧ ରନ୍‌ କରିଥିଲେ । ଅମିନୁଲ ଇସଲାମ ୨ଟି ଓ୍ୱିକେଟ ନେଇଥିଲେ ।

   Related Posts