Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଇଣ୍ଡିଆ ୱେଷ୍ଟଇଣ୍ଡିଜ ମ୍ୟାଚ : ଟସ୍ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

27/06/2019 at 2:24 PM

ମଞ୍ଚେଷ୍ଟର ୨୭/୬ : ଆଜି ଭାରତ ୱେଷ୍ଟଇଣ୍ଡିଜ ବିପକ୍ଷରେ ମ୍ୟାଚ ଖେଳୁଛି । ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି । ଭାରତୀୟ ଟିମରେ କୌଣସି ପରିବର୍ତ୍ତନ ହୋଇନାହିଁ ।

ଭାରତ – ଲୋକେଶ ରାହୁଲ, ରୋହିତ ଶର୍ମା, ବିରାଟ କୋହଲି, ବିଜୟ ଶଙ୍କର, ମହେନ୍ଦ୍ର ସିଂହ ଧୋନି, କେଦାର ଯାଦବ, ହାର୍ଦ୍ଧିକ ପାଣ୍ଡ୍ୟା, ମୋହମ୍ମଦ ସାମୀ, କୁଲଦୀପ ଯାଦବ, ୟୁଦବେନ୍ଦ୍ର ଚହଲ, ଜଶପ୍ରୀତ ବୁମରାହ

ୱେଷ୍ଟଇଣ୍ଡିଜ – କ୍ରିଶ ଗେଲ, ସୁନୀଲ ଅମ୍ବରିସ, ସାଇ ହୋପ, ନିକୋଲସ ପୁରନ, ସିମରଁନ ହେଟମେୟର, ଜେସନ ହୋଲ୍ଡର, କାଲିସ ବ୍ରେଥୱେଟ, ଫେବିୟନ ଏଲେନ, କେମାର ରୋଚ, ସେଲ୍ଡନ କାଁଟରେଲ, ଓସନ ଥମାସ

   Related Posts