Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୧୫ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ଓ୍ୱେଷ୍ଟ ଇଣ୍ଡିଜ୍‌ ବିପକ୍ଷରେ ପ୍ରଥମ ଟି ଟ୍ୱେଣ୍ଟି ମ୍ୟାଚ ଜିତିଲା ଭାରତ

6/12/2019 at 10:10 PM

ହାଇଦ୍ରାବାଦ – ଭାରତ ଓ ଓ୍ୱେଷ୍ଟଇଣ୍ଡିଜ ମଧ୍ୟରେ ଅନୁଷ୍ଠିତ ଟି ଟ୍ୱେଣ୍ଟି ମ୍ୟାଚକୁ ଭାରତ ଜିତିଛି । ଭାରତ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା । ଓ୍ୱେଷ୍ଟଇଣ୍ଡିଜ୍‌ ପ୍ରଥମେ ବ୍ୟାଟିଂ କରି ୫ ଓ୍ୱିକେଟ୍‌ ହରାଇ ୨୦୭ ରନ୍‌ କରିଥିଲା । ପରେ ଭାରତ ୪ ଓ୍ୱିକେଟ୍‌ ହରାଇ ୨୦୯ ରନ୍‌ କରି ଏହ ମ୍ୟାଚ ଜିତିଛି । ଭାରତ ୧୮.୪ ଓଭର୍‌ରେ ବିଜୟ ଲକ୍ଷ୍ୟ ହାସଲ କରିଥିଲା ।

ଭାରତ ପକ୍ଷରୁ ସର୍ବାଧିକ ରନ୍‌ ବିରାଟ କୋହଲି ୯୪ ରନ୍‌ କରିଥିବା ବେଳେ ଲୋକେଶ ରାହଲ ୬୨ ରନ୍ କରିଥିଲେ ।

   Related Posts