Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||

କୋହଲୀଙ୍କ ଧମାକା, ୭ ଓ୍ୱିକେଟରେ ଭାରତ ବିଜୟୀ

18/09/2019 at 9:54 PM

ମୋହାଲୀ – ଭାରତୀୟ କ୍ରିକେଟ ଟିମ୍‌ ମୋହଲୀରେ ବୁଧବାରରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି-ଟ୍ୱେଣ୍ଟି ମ୍ୟାଚକୁ ୭ ଓ୍ୱିକେଟ୍‌ରେ ଜିତିଛି । କୋହଲୀଙ୍କ ଦମଦାର ବ୍ୟାଟିଂ ପ୍ରଦର୍ଶନ ଯୋଗୁଁ ଭାରତ ବିଜୟ ସହଜ ସାଧ୍ୟ ହୋଇଥିଲା ।

ବୁଧବାରରେ ମୋହାଲୀରେ ଖେଳାଯାଇଥିବା ଟି-ଟ୍ୱେଣ୍ଟି ମ୍ୟାଚରେ ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ୱିକଟ ହରାଇ ୧୪୯ ରନ୍‌ କରିଥିଲା । ଭାରତ ପାଇଁ ଜିତିବାକୁ ୧୫୦ ରନ୍‌ର ଆବଶ୍ୟକତା ଥିଲା । ଭାରତ ୧୯ ଓଭର୍‌ରେ ୩ ଓ୍ୱିକେଟ୍‌ ହରାଇ ୧୫୧ ରନ୍‌ କରିଥିଲା । ଭାରତର ଅଧିନାୟକ ବିରାଟ କୋହଲୀ ୫୨ଟି ବଲ୍‌ରେ ୭୨ ରନ୍ କରିବା ସହ ଶେଷ ପର୍ଯ୍ୟନ୍ତ ନଟ୍ ଆଉଟ୍‌ ରହିଥିଲେ । ଶିଖ ଧଓ୍ୱନ ୩୧ଟି ବଲ୍‌ରେ ୪୦ ରନ୍‌ କରିଥିଲେ ।

   Related Posts