Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ସିରିଜ୍‌ ହାତେଇଲା ଭାରତ- ମୁମ୍ବଇରେ ଦମ୍‌ଦାର ବିଜୟ

11/12/2019 at 10:26 PM

ମୁମ୍ବଇ ୧୧।୧୨ – ଓ୍ୱେଷ୍ଟ ଇଣ୍ଡିଜ୍‌ ଓ ଭାରତ ମଧ୍ୟରେ ଚାଲିଥିବା ଟିଟ୍ୱେଣ୍ଟି ଶୃଙ୍ଖଳାକୁ ଭାରତ ୨-୧ରେ ବିଜୟ ଲାଭ କରିଛି । ମୁମ୍ବଇରେ ଚାଲିଥିବା ତୃତୀୟ ତଥା ଅନ୍ତିମ ମ୍ୟାଚରେ ଭାରତର ଦମ୍‌ଦାର ବିଜୟ ହୋଇଛି ।

ଏହି ମ୍ୟାଚରେ ଟସ୍‌ ଜିତି ଓ୍ୱେଷ୍ଟଇଣ୍ଡିଜ୍‌ ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୩ ଓ୍ୱେିକେଟ୍‌ ହରାଇ ୨୪୦ ରନ୍‌ କରିଥିବା ବେଳେ ଓ୍ୱେଷ୍ଟ ଇଣ୍ଡିଜ୍‌ ନିର୍ଦ୍ଧିରିତ ଓଓଭର୍‌ରେ ୮ ଓ୍ୱେିକେଟ୍‌ ବିନିମୟରେ ୧୭୩ କରିଥିଲା । ଭାରତ ୬୭ ରନ୍‌ରେ ଓ୍ୱେଷ୍ଟଇଣ୍ଡିଜି୍‌କ ପରାସ୍ତ କରିଛି ।

   Related Posts