Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଟି ୨୦ ବିଶ୍ବକପ : ଟସ ଜିତି ବୋଲିଂ ନିଷ୍ପତ୍ତି ନେଲା ଭାରତ, ଅଧିନାୟକ ଭାବେ ଶେଷ ମ୍ୟାଚ ଖେଳୁଛନ୍ତି କୋହଲି

8/11/2021 at 7:11 PM

ଦୁବାଇ ୦୮/୧୧ : ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ ଶେଷ ଲିଗ୍‌ ମ୍ୟାଚରେ ମୁହାଁମୁହିଁ ହେବାକୁ ଯାଉଛନ୍ତି ଭାରତ ଏବଂ ନାମିବିୟା । ଉଭୟ ଟିମ ପାଇଁ ଏହି ମ୍ୟାଚ ଗୁରୁତ୍ବ ବହନ କରୁନଥିଲେ ସୁଦ୍ଧା ସମ୍ମନ ବଞ୍ଚାଇବା ପାଇଁ ପଡିଆକୁ ଓହ୍ଲାଇବେ ଉଭୟ ଦଳର ଖେଳାଳି । ଭାରତ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି । ଅଧିନାୟକ ଭାବେ ଶେଷ ଟି ୨୦ ଖେଳୁଛନ୍ତି ବିରାଟ କୋହଲି । ଏହା ସହିତ ଆଜିର ମ୍ୟାଚ ପରେ ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ ୨୦୨୧ରେ ଅଭିଯାନ ଶେଷ କରିବାକୁ ଯାଉଛି ଭାରତ । ଏହା ସହିତ ଭାରତୀୟ ଦଳର ମୁଖ୍ୟ କୋଚ ରବି ଶାସ୍ତ୍ରୀ ମଧ୍ୟ ଆଜିର ମ୍ୟାଚ ପରେ ଅବସର ନେବେ ।

   Related Posts