Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା, ବାଦ୍ ପଡିଲେ ରୋହିତ ଓ ଇଶାନ୍ତ ଶର୍ମା !

26/10/2020 at 9:17 PM

ନୁଆଦିଲ୍ଲୀ, ୨୬।୧୦:   ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଉଭୟ ଟେଷ୍ଟ ଓ ଦିନିକିଆ ସହ ଟି୨୦ ସିରିଜ୍ ପାଇଁ ଦଳ ଘୋଷଣା ହୋଇଛି ।

ଟେଷ୍ଟ ଦଳ-

ବିରାଟ କୋହଲି, ମୟଙ୍କ ଅଗ୍ରଓ୍ୱାଲ, ପୃଥ୍ୱୀ ଶ, କେଏଲ ରାହୁଲ, ଚେତେଶ୍ୱର ପୂଜାରା, ଆଜିଙ୍କ୍ୟ ରାହାଣେ, ହନୁମା ବିହାରୀ, ସୁଭମନ ଗିଲ, ରିଦ୍ଧିମାନ ଶାହ, ରଶଭ ପନ୍ତ, ଜସପ୍ରିତ ବୁମରାହ, ମହମ୍ମଦ ସାମି, ଉମେଶ ଯାଦବ, ନବଦୀପ ସୈନୀ, ଆର ଅଶ୍ୱିନୀ, ମହମ୍ମଦ ସିରାଜ

ଦିନିକିଆ ଦଳ-

ବିରାଟ କୋହଲି, ଶିଖର ଧାଓ୍ୱନ, ଶୁଭମନ ଗିଲ, କେଏଲ ରାହୁଲ, ଶ୍ରେୟସ ଆୟାର, ମନିଷ ପାଣ୍ଡେ, ହାର୍ଦ୍ଦିକ ପାଣ୍ଡ୍ୟ, ମୟଙ୍କ ଅଗ୍ରଓ୍ୱାଲ, ରବୀନ୍ଦ୍ର ଜାଡେଜା, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଜସପ୍ରିତ ବୁମରାହ, ମହମ୍ମଦ ସାମି, ନବଦୀପ ସୈନୀ, ଶର୍ଦ୍ଦୁଳ ଠାକୁର

ଟି୨୦ ଟିମ୍-

ବିରାଟ କୋହଲି, ଶିଖର ଧାଓ୍ୱନ, କେଏଲ ରାହୁଲ, ଶ୍ରେୟସ ଆୟାର, ମନିଷ ପାଣ୍ଡେ, ହାର୍ଦ୍ଦିକ ପାଣ୍ଡ୍ୟ, ମୟଙ୍କ ଅଗ୍ରଓ୍ୱାଲ, ରବୀନ୍ଦ୍ର ଜାଡେଜା, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଜସପ୍ରିତ ବୁମରାହ, ମହମ୍ମଦ ସାମି, ନବଦୀପ ସୈନୀ, ଦୀପକ ଚହର, ବରୁଣ ଚକ୍ରବର୍ତ୍ତୀ, ସଞ୍ଜୁ ସାମସନ

ତେବେ ଇଶାନ୍ତ ଶର୍ମା ଓ ରୋହିତ ଶର୍ମା ଆହତଜନିତ କାରଣରୁ ବାଦ୍ ପଡିଛନ୍ତି ।

   Related Posts