Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଦେଶରେ ୨ଲକ୍ଷ ୨୨ ହଜାରରୁ ଅଧିକ ପଜିଟିଭ୍, ୪୪୫୪ ମୃତ

24/05/2021 at 9:41 AM

ନୂଆଦିଲ୍ଲୀ,୨୪/୦୫:  ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪  ଲକ୍ଷ ଟ୍ରେଣ୍ଡ୍ ପରେ  ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୨୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୫୪ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୨୨  ହଜାର  ୩୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୪୦୦ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୪୫୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୬୭ ଲକ୍ଷ ୫୨ ହଜାର ୪୪୭ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୩ ଲକ୍ଷ ୦୩ ହଜାର ୭୨୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୩୭ ଲକ୍ଷ ୨୮ ହଜାର ୦୧୧ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୭୨୦୭୧୬।

   Related Posts