Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଦେଶରେ ତଳକୁ ଖସୁଛି ପାରା, ଥମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨ ହଜାରରୁ ଅଧିକ ପଜିଟିଭ୍

22/06/2021 at 9:52 AM

ନୂଆଦିଲ୍ଲୀ ୨୨/୬ : ଦେଶରେ ତଳକୁ ଖସୁଛି କରୋନା ସଂକ୍ରମଣ । ଲକ୍ଷ ଲକ୍ଷ ଟ୍ରେଣ୍ଡ ପରେ ଏବେ କରୋନା ପାରା ୫୦ ହଜାର ତଳକୁ ଖସିବାରେ ଲାଗିଛି । ଏହାରି ଭିତରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୬୭ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୨,୬୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୪୬୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୯ଲକ୍ଷ ୭୭ ହଜାର ୮୬୧ରେ ପହଞ୍ଚିଛି ।


ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୮୯ ହଜାର ୩୦୨ ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୯ ଲକ୍ଷ ୨୬ ହଜାର ୦୩୮ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୬୬୨୫୨୧ ।

   Related Posts