Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ହିଞ୍ଜିଳିକାଟୁରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସବିବ, ବିଭିନ୍ନ ସ୍ଥାନ ବୁଲି ନିର୍ବାଚିତ ପ୍ରତିନିଧିଙ୍କ ସହ କଲେ ଆଲୋଚନା

26/01/2021 at 9:34 PM

ହିଞ୍ଜିଳିକାଟୁ୨୬/୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବତନ୍ତ୍ର ସଚିବ ଭିନିଲ୍ କ୍ରୀଷ୍ଣା ଆଜି ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀର ଶେରଗଡ ଓ ହିଞିଳିକାଟୁ ବ୍ଲକର ବିଭିନ୍ନ ଅଞ୍ଚଳ ବୁଲି ସମୀକ୍ଷା କରିଛନ୍ତି। ପ୍ରଥମେ ହିଞିଳିକାଟୁ ବ୍ଲକ କାର୍ଯ୍ୟାଳୟରେ ସମବାୟ ବିଭାଗର ସମସ୍ତ ସଂପାଦକ ଓ ବିଭାଗୀୟ ଅଧିକାରୀ ଓ ବୃନ୍ଦାବନ ବିଦ୍ୟାପୀଠ ପରିଦର୍ଶନ କରି ଶିକ୍ଷକ ଓ ଶିକ୍ଷୟତ୍ରୀ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ।

ଏହା ପରେ ଶେରଗଡ ବ୍ଲକରେ ପହଞ୍ଚି ପଞ୍ଚାୟତର ନିର୍ବାଚିତ ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଥିଲେ ।ଏହା ପରେ ଶେରଗଡ ବ୍ଲକର ପିତ୍ତଳ ହାଇସ୍କୁଲରେ ପହଞ୍ଚି ଡିଜିଟାଲ କ୍ଲାସ ରୁମ୍ ବୁଲି ଦେଖିଥିଲେ। ସ୍କୁଲର ଭିତ୍ତିଭୂମି ଓ ପାଠ ପଢା ସଂପର୍କରେ ପିଲାମାନଙ୍କ ସହିତ କଥାବାର୍ତ୍ତା ହୋଇଥିଲେ। ସରକାରୀ ସ୍କୁଲରେ ଉନ୍ନତମାନର ଶିକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସକୁ ଛାତ୍ରଛାତ୍ରୀ ଶିକ୍ଷକ ଓ ଅଭିଭାବକ ସ୍ବାଗତ କରିଛନ୍ତି। ସ୍ବତନ୍ତ୍ର ସଚିବଙ୍କ ସହିତ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଆସି ତଦାରଖ କରିଥିଲେ। ସଚିବଙ୍କ ଗସ୍ତ ସମୟରେ ସ୍ଥାନୀୟ ବିଡ଼ିଓ ତହସିଲଦାର ପୋଲିସ ପ୍ରଶାସନ ଏବଂ ବ୍ଲକ ଅଧକ୍ଷ ରାଜ ନେତା ନିର୍ବାଚିତ ପ୍ରତିନିଧି ଉପସ୍ଥିତ ଥିଲେ।

   Related Posts