Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସୂଚନା, ଟଙ୍କା ଫେରାଇବେ ଅଯୋଗ୍ୟ ହିତାଧିକାରୀ, ଓଡ଼ିଶାରୁ ଅଛନ୍ତି ୮,୯୦୦ ଲୋକ

24/07/2021 at 9:46 PM

ନୂଆଦିଲ୍ଲୀ, ୨୪/୦୭: ପିଏମ କିଶାନ ଯୋଜନାରେ ଲାଭ ଉଠାଇଥିବା ଅଯୋଗ୍ୟ ହିତାଧିକାରୀଙ୍କ ନିକଟରୁ ଟଙ୍କା ଫେରସ୍ତ ହେବ । ଲୋକସଭାରେ ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର କୄଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର। ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି କେନ୍ଦ୍ର କୄଷିମନ୍ତ୍ରୀ। ଏହି ତାଲିକାରେ ଓଡ଼ିଶାରେ ରହିଛନ୍ତି ୮୯୦୦ ଅଯୋଗ୍ୟ ଚାଷୀ। କେନ୍ଦ୍ର କୄଷିମନ୍ତ୍ରୀଙ୍କ ଏହି ଉତ୍ତର ପରେ ରାଜ୍ୟରେ ଜୋର ଧରିଛି ରାଜନୀତି।

ବିଜେପି ସାଧାରଣ ସମ୍ପାଦକ ପୄଥୀରାଜ ହରିଚନ୍ଦନ ସିଧାସଳଖ ରାଜ୍ୟ ସରକାରଙ୍କୁ ଦାୟୀ କରିଛନ୍ତି। ରାଜ୍ୟ ସରକାର ଯୋଗ୍ୟଚାଷୀଙ୍କୁ ଚିହ୍ନଟ କରିବାରେ ବିଫଳ ହୋଇଥିବା ସେ କହିଛନ୍ତି। କଂଗ୍ରେସ କହିଛି ରାଜ୍ୟ ସରକାର ଦଳୀୟ ଭିତ୍ତିରେ ଚାଷୀଙ୍କୁ ସହାୟତା ବାଣ୍ଟିଛନ୍ତି । ଉଭୟ କାଳିଆ ଓ ପିଏମ କିଷାନ ଯୋଜନାରେ ଅନିୟମିତତା ହୋଇଛି । ଏହାର କେନ୍ଦ୍ରୀୟ ତଦନ୍ତ ହେବା ଦରକାର । ବିଜେଡି ସାଂସଦ ସୁବାସ ସିଂ କହିଛନ୍ତି ବ୍ୟବସ୍ଥା ଭିତରେ ସବୁ ହୋଇଛି ।

   Related Posts