Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ବ୍ରହ୍ମପୁରରେ ପୋଖରୀହୁଡ଼ାରୁ ନବଜାତ ଶିଶୁ ଉଦ୍ଧାର

21/08/2018 at 12:40 AM

ଗଞ୍ଜାମ ୨୧/୮:ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ କେବିରି ବ୍ରହ୍ମପୁର ଗ୍ରାମ ନିକଟସ୍ଥ ପୋଖରୀହୁଡ଼ାରୁ ଏକ ନବଜାତ ଶିଶୁ ପୁତ୍ର ଗ୍ରାମ ବାସିଙ୍କ ଦ୍ବାରା ଉଦ୍ଧାର କରାଯାଇଛି।ଗ୍ରାମର ଆଶା ଦିଦିଙ୍କ ସାହାଯ୍ୟରେ ଭଞ୍ଜନଗର ମେଡିକାଲ ରେ ଭର୍ତି କରାଯାଇଥିବାବେଳେ ଚିକିତ୍ସା ଜାରି ରହିଛି। ଅନ୍ୟପଟେ ଶିଶୁପୁତ୍ରକୁ ନେବାପlଇଁ ଗ୍ରାମର କିଛି ଲୋକ ମେଡିକାଲରେ ଭିଡ ଜମାଇ ଥିବା ଦେଖିବାକୁ ମିଳିଛି।

   Related Posts