Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ରାସ୍ତାରୁ ନବଜାତକର ମୃତଦେହ ଉଦ୍ଧାର : ବ୍ରହ୍ମପୁର

14/05/2018 at 8:37 AM

ବ୍ରହ୍ମପୁର ଅଶୋକନଗର ଦ୍ୱିତୀୟ ଲେନ ଗଳି ଭିତରେ ଏକ ପଲିଥିନ ଭିତରେ ନବଜାତ ଶିଶୁର ମୃତଦେହ ରାସ୍ତା ଉପରେ ପଡିଥିବାର ଦେଖିବାକୁ ମିଳିଛି … ଘଟଣାର ତଦନ୍ତ କରି ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି …

Leave a Reply

   Related Posts