Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||

ଡଷ୍ଟବିନରେ ନବଜାତ ଶିଶୁର ମୃତଦେହ

20/05/2018 at 7:08 AM

ବାରିପଦା ସହର ର କଚେରୀ ମାର୍କେଟ ନିକଟସ୍ଥ ଦଷ୍ଟବିନରୁ ଏକ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର। ସକାଳୁ ଲୋକେ ଏକ ଶିଶୁର ମୃତ ଶରୀର ପଡିଥିବାର ଦେଖି ପୋଲିସ କୁ ଖବର ଦେଇଥଲେ। ଶିଶୁଟିକୁ କିଏ ଓ କେଉଁ ପରିସ୍ଥିତିରେ ଏଠାରେ ଭିଙ୍ଗିଛନ୍ତି ତାହା ଜଣାପଡିନାହିଁ । ଘଟଣା ସ୍ଥଳରେ ବାରିପଦା ଟାଉନ ଥାନା ପୋଲିସ ପହଞ୍ଚି ଶବକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି |

Leave a Reply

   Related Posts