Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଅଲୋଡା ଶିଶୁ କନ୍ୟା ! ରାସ୍ତାକଡ ବୁଦା ମୂଳରୁ ଶିଶୁକନ୍ୟା ଉଦ୍ଧାର

9/08/2018 at 8:10 AM

ଢେଙ୍କାନାଳ ୯/୮ : ପୁଣି ଅଲୋଡା ହୋଇପଡିଲା ଶିଶୁ କନ୍ୟା । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସୋଗର ଗାଁର ରାସ୍ତାକଡ ବୁଦା ମୂଳରୁ ଶିଶୁକନ୍ୟା ଉଦ୍ଧାର ହୋଇଛି । ଶିଶୁକନ୍ୟାକୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଅଁଳାବେରଣି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି । ଆଜି ସକାଳେ ଗାଁ ଲେକେ ଶୌଚ ପାଇଁ ଯାଉଥିବା ବେଳେ ଶିଶୁକନ୍ୟାଟି କାନ୍ଦୁଥିବାର ଶୁଣିବାକୁ ପାଇଥିଲେ । ସଙ୍ଗେସଙ୍ଗେ ଶିଶୁକନ୍ୟାକୁ ଉଦ୍ଧାର କରି ନେଇ ଅଁଳାବେରଣି ଗୋଷ୍ଠିସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସା କରିବା ପରେ ଶିଶୁଟିର ସ୍ବାସ୍ଥ୍ୟ ଅବସ୍ଥା ଭଲ ଥିବା ଡାକ୍ତର କହିଛନ୍ତି।

   Related Posts