Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||
  • ଡ୍ୟାମରେ ଭାସୁଛି ଯୁବକଙ୍କ ମୃତଦେହ, ଗାଧୋଇଲା ବେଳେ ବୁଡି ଯାଇଥିଲେ
  • ||
  • ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଫେରିଥିବା ବ୍ୟକ୍ତି କୋଭିଡ ପଜିଟିଭ୍: ଆଇସୋଲେସନରେ ସଂକ୍ରମିତ, ଓମିକ୍ରନ୍ ନେଇ ଆଲର୍ଟ
  • ||

UGC ଗାଇଡଲାଇନ୍‌ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ସୂଚନା

30/04/2020 at 4:06 PM

ଭୁବନେଶ୍ବର୩୦/୪: UGC ଗାଇଡଲାଇନ୍‌ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ବରିଷ୍ଠ ଅଧିକାରୀଙ୍କୁ ଡାକି ଏ ନେଇ ତର୍ଜମା କାରଯିବ।ଓଡିଶା ପରିପ୍ରେକ୍ଷୀରେ ଯାହା ଭଲ ହେବ ତାହା ଲାଗୁ କରାଯିବ। ଲକଡାଉନ୍ ଖୋଲିବା ପରେ ପରୀକ୍ଷା ହେବ।ତେଣୁ ପରୀକ୍ଷା ପାଇଁ ପ୍ରସ୍ତୁତ ରହିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ।କ୍ରାଇସିସ୍‌କୁ ଅପରଚୁନିଟିରେ ପରିଣତ କରନ୍ତୁ ବୋଲି ମନ୍ତ୍ରୀ ଶ୍ରୀ ସାହୁ କହିଛନ୍ତି।

   Related Posts