Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣାକଲା ଆପ୍‌, ତାଲିକାରେ ଅନେକ ଉଚ୍ଚ ଶିକ୍ଷିତ
  • ||
  • ଆସେସ୍‌ ସିରିଜ୍ କବଜା କଲା ଅଷ୍ଟ୍ରେଲିଆ, ଇଂଲଣ୍ଡକୁ ୪-୦ରେ ମୂଳପୋଛ କରି ଇତିହାସ ରଚିଲା କଙ୍ଗାରୁ ବାହିନୀ
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ରେକର୍ଡ ୪୪୫୨ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୦୦୩ଜଣ ଡିସଚାର୍ଜ
  • ||
  • ମୋହନା: ଅଟୋ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ, ୭ ଆହତ
  • ||
  • ବଣାଇ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟିକବାଟ
  • ||
  • ଟେକ୍ସାସରେ ୪ ଜଣଙ୍କୁ ପଣବନ୍ଦୀ : ପାକିସ୍ତାନୀ ବୈଜ୍ଞାନିକଙ୍କୁ ମୁକ୍ତ କରିବାକୁ ଦାବି, ଘଟଣାସ୍ଥଳରେ ଏଫବିଆଇ ଓ ସ୍ୱାଟ୍ ଟିମ୍
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଡେଇଁଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୧୭୭ କୋଭିଡ୍ ପଜିଟିଭ୍, ୧୧୩୩୯୧୨ରେ ପହଞ୍ଚିଲା ସଂଖ୍ୟା
  • ||
  • ନିଶାରେ ୩ ବାଇକକୁ ଧକ୍କା ଦେଲେ କାର୍ ଡ୍ରାଇଭର, ଓଲଟା ପୋଲିସକୁ କଲେ ଗାଳିଗୁଲଜ
  • ||
  • ଫାଟିଗଲା ମୋବାଇଲ ବ୍ୟାଟେରୀ, ନାବାଳକ ଗୁରୁତର : ପଥରରେ ଛେଚୁଥିବା ବେଳେ ଅଘଟଣ
  • ||

ମହାନଦୀ ବ୍ରିଜ୍ ଉପରୁ ଯାତ୍ରୀବାହୀ ବସ୍ ଖସିବା ଘଟଣା ; ଆରମ୍ଭ ହେଲା ତଦନ୍ତ

22/11/2018 at 12:28 PM

କଟକ ୨୨|୧୧:   ମହାନଦୀ ବ୍ରିଜ ଉପରୁ ଯାତ୍ରୀବାହୀ ବସ୍ ଖସିବା ଘଟଣାରେ ବିଧିବଦ୍ଧ ତଦନ୍ତ ଆରମ୍ଭ ହୋଇଛି । ଜିଲ୍ଲା ସଡ଼କ ସୁରକ୍ଷା ସୋସାଇଟି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଏଥିରେ ଏନଏଚଏଆଇ ଅଧିକାରୀ, ଏମଭିଆଇ ସାମିଲ ହୋଇଛନ୍ତି । ମହାନଦୀ ବ୍ରିଜ୍ ଉପରେ ଓ ତଳେ ଏହି ଟିମ୍  ତଦନ୍ତ ଚଳାଇଛନ୍ତି ।କିଭଳି ଓ କେଉଁ ପରିସ୍ଥିତିରେ ବସଟି ବ୍ରିଜ୍ ତଳକୁ ଖସି ପଡିଲା ସେନେଇ ଛାନଭିନ କରାଯାଉଛି । ପୋଲିସର ପ୍ରାଥମିକ ତଦନ୍ତ ଅନୁଯାୟୀ ପୋଲ ଉପରେ ମଁଈଷି ସହ ଧକ୍କା ହେବା ଯେ।ଗୁଁ ବସଟି ତଳକୁ ଖସି ପଡିଥିଲା । ଗତ ୨୦ ତାରିଖ ସନ୍ଧ୍ୟାରେ ତାଳଚେରରୁ କଟକ ଆସୁଥିବା ଜଗନ୍ନାଥ ବସ ମହାନଦୀ ବ୍ରିଜ ତଳକୁ ଖସି ପଡିଥିଲା । ଏଥିରେ ୧୦ ଜଣ ପ୍ରାଣ ହରାଇଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ।

   Related Posts