Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ମାର୍ଚ୍ଚ ୩୧ ଯାଏଁ ରାଜ୍ୟ ବାହାରକୁ ଗଡିବନି ବସ୍‌, ଘରୋଇ ବସ୍ ମାଲିକ ସଂଘର ‘କରୋନା’ ଘୋଷଣା

22/03/2020 at 2:40 PM

ଭୁବନେଶ୍ବର ୨୨।୩: ଆଜିଠୁ ସମସ୍ତ ଆନ୍ତଃରାଜ୍ୟ ବସ୍ ଚଳାଚଳ ବନ୍ଦ । ଆସନ୍ତା ୩୧ ଯାଏଁ ରାଜ୍ୟରେ ଗଡିବନି ଘରୋଇ ବସ୍ । କରୋନା ସଂକ୍ରମଣ ରୋକିବା ପାଇଁ ଏଭଳି ପଦକ୍ଷେପ ନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ସୂଚନା ଦେଇଛନ୍ତି ।

କରୋନା ଭାଇରସ୍ ର ଭୟାବହତାକୁ ଦେଖି ଏଭଳି ପଦକ୍ଷେପ ନିଆଯାଇଛି । ଦେଶର ବିଭିନ୍ନ ରାଜ୍ୟରେ କରୋନା ଭାଇରସ୍ ବ୍ୟାପୁଥିବା ବେଳେ ରାଜ୍ୟରେ ମାତ୍ର ଦୁଇ ଜଣ ଲୋକ ଭାଇରସ୍ ରେ ଆକ୍ରାନ୍ତ ହୋଇଛନ୍ତି । ସେଥିପାଇଁ ଓଡିଶାରୁ ବାହାର ରାଜ୍ୟକୁ ବସ୍ ଚଳାଚଳ ଉପରେ କଟକଣା ଲଗାଯାଇଛି ।

   Related Posts