Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ଆସିଲା ଚିଲିକା ଡଙ୍ଗାବୁଡ଼ି ତଦନ୍ତ ରିପୋର୍ଟ

22/06/2018 at 9:28 AM

ଆସିଲା ଚିଲିକା ଡଙ୍ଗାବୁଡ଼ି ଘଟଣାର ତଦନ୍ତ ରିପୋର୍ଟ… ପ୍ରବଳ ପବନ ଯୋଗୁଁ ଡଙ୍ଗା ବୁଡ଼ି ଯାଇଥିଲା … ତେବେ ଲାଇଫ୍ ଜ୍ୟାକେଟ୍ ଯୋଗାଇ ଦିଆଯାଇଥିବା ବେଳେ ତାହାର ବ୍ୟବହାର ହୋଇନଥିଲା … ରିପୋର୍ଟ ତର୍ଜମା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ନେଇ ବୋଲି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ଜି. ଶ୍ରୀନିବାସ …

   Related Posts