Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||

ଆଇଓସିଏଲ ଡିପୋ ମ୍ୟାନେଜରଙ୍କ କାର ଉପରକୁ ବୋମା ମାଡ଼, ଘଟଣାସ୍ଥଳରେ ପହଁଞ୍ଚିଲେ ଭୁବନେଶ୍ବର ଡିସିପି

23/07/2020 at 9:36 PM

ଜଟଣୀ୨୩/୭: ମ୍ୟାନେଜରଙ୍କ କାର ଉପରକୁ ବୋମା ମାଡ। କାର ଡ୍ରାଇଭର ଗୁରୁତର।ଇଞ୍ଜିନ ଇଣ୍ଡିଆନ ଅଏଲ ରୋଡ ତାରିଣୀ ଛକ ନିକଟରେ ଏହି ଘଟଣା ଘଟିଛି। ଆଇଓସିଏଲ ଡିପୋ ମ୍ୟାନେଜରଙ୍କ କାର ଉପରେ ବୋମା ମାଡ଼ ହୋଇଛି। ଅଳ୍ପକେ ଡିପୋ ମ୍ୟାନେଜର ବର୍ତ୍ତିଯାଇଛନ୍ତି। ବର୍ତ୍ତମାନ ଘଟଣାସ୍ଥଳରେ ଭୁବନେଶ୍ବର ଡିସିପି ପହଁଞ୍ଚି ଛାନ୍‌ଭିନ୍ ଆରମ୍ଭ କରୁଛନ୍ତି।  

   Related Posts