Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୪କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ସଂକ୍ରମିତ, ୧୦୫୦୫୦୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାସ୍ତା କଡକୁ ଖସି ପଡିଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
  • ||
  • ଏଜାଜ ପଟେଲଙ୍କୁ ସ୍ୱତନ୍ତ୍ର ଉପହାର ଦେଲା ଟିମ୍ ଇଣ୍ଡିଆ, ଗୋଟିଏ ଇନିଂସରେ ସବୁ ବ୍ୟାଟରଙ୍କୁ କରିଥିଲେ ଆଉଟ୍
  • ||
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||
  • ରାଜ୍ୟରେ ଏବେ ବର୍ଷା ନାହିଁ, ଶୁଖିଲା ଓ ଖରାଟିଆ ରହିବ ପାଗ
  • ||

ଆଇପିଏଲ ୨୦୨୦ : ଟସ୍ ଜିତିଲା ଆରସିବି, ପ୍ରଥମେ ବ୍ୟାଟିଂ କରିବ ପଞ୍ଜାବ

24/09/2020 at 7:06 PM

ଦୁବାଇ, ୨୪ ।୦୯: ଗୁରୁବାର କିଙ୍ଗସ୍ ଏକାଦଶ ପଞ୍ଜାବ ଗୁରୁବାର ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବା ଆରସିବିକୁ ଭେଟିବ । ତେବେ ଆଜିର ମ୍ୟାଚ୍‌ରେ ଟସ୍ ଜିତିଛି ଆରସିବି । ଆରସିବି ଅଧିନାୟକ ବିରାଟ କୋହଲି ଟସ୍ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଛନ୍ତି । ପଞ୍ଜାବ ପ୍ରଥମେ ବ୍ୟାଟିଂ କରିବ ।

ପଞ୍ଜାବ ନିଜର ପ୍ରଥମ ମ୍ୟାଚରେ ପରାସ୍ତ ହୋଇଥିଲା । ଦଲ ସର୍ଟ ରନ୍ ବିବାଦକୁ ଭୁଲି ମ୍ୟାଚ୍ ଜିତିବା ପାଇଁ ଆଜି ପଡିଆକୁ ଓହ୍ଲାଇବ । ଏହି ମ୍ୟାଚ୍ ଦୁବାଇର ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଭାରତୀୟ ସମୟାନୁସାରେ ସନ୍ଧ୍ୟା ୭ଟା ୩୦ରେ ଖେଳାଯିବ ।

ଆଇପିଏଲର ରେକର୍ଡ କଥା ଆଲୋଚନା କଲେ ଆରସିବି ଓ ପଞ୍ଜାବ ମଧ୍ୟରେ ୨୪ଟି ମ୍ୟାଚ୍ ଖେଳାଯାଇଛି । ଉଭୟ ଦଳ ୧୨ଟି ଲେଖାଏଁ ମ୍ୟାଚ୍ ଜିତିଛନ୍ତି ।

   Related Posts