Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଆଇପିଏଲ ୨୦୨୧ : ଟସ୍‌ ଜିତି କୋଲକାତାର ବୋଲିଂ ନିଷ୍ପତ୍ତି, ହିଟ୍‌ମ୍ୟାନ୍‌ଙ୍କ ଉପରେ ସମସ୍ତଙ୍କ ନଜର

13/04/2021 at 7:03 PM

ଚେନ୍ନାଇ ୧୩/୦୪ : ଆଇପିଏଲ ସିଜିନ୍‌ ୧୪ର ୫ମ ମ୍ୟାଚରେ ମୁହାଁମୁହିଁ ହେବେ ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଇଅନ୍‌ ମୋର୍ଗାନଙ୍କ କୋଲକାତା ନାଇଟ୍‌ ରାଇଡର୍ସ । ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି କୋଲକାତା ନାଇଟ୍‌ ରାଇଡର୍ସ । ପ୍ରଥମେ ବ୍ୟାଟିଂ କରିବ ମୁମ୍ବାଇ ଇଣ୍ଡିଆନ୍ସ ।

ମୁମ୍ବାଇ ଇଣ୍ଡିଆନ୍ସ ଏକାଦଶ – ରୋହିତ ଶର୍ମା (କ୍ୟାପଟେନ), କ୍ୱିଣ୍ଟନ୍ ଡିକକ୍, ସୂର୍ଯ୍ୟକୁମାର ଯାଦବ, ଇଶାନ କିଶାନ, ହାର୍ଦ୍ଦିକ ପାଣ୍ଡ୍ୟା, କିରଣ ପୋଲାର୍ଡ, କ୍ରୁନାଲ ପାଣ୍ଡ୍ୟା, ରାହୁଲ ଚହର, ମାର୍କୋ ଜେନସନ, ଟ୍ରେଣ୍ଟ ବୋଲ୍ଟ ଏବଂ ଜସପ୍ରୀତ ବୁମ୍‌ରାହ

କୋଲକାତା ନାଇଟ୍ ରାଇଡର୍ସ ଏକାଦଶ- ନୀତୀଶ ରାଣା, ଶୁଭମାନ ଗିଲ, ରାହୁଲ ତ୍ରିପାଠୀ, ଇଅନ୍‌ ମୋର୍ଗାନ (ଅଧିନାୟକ), ଆନ୍‌ଦ୍ରେ ରସେଲ, ଦୀନେଶ କାର୍ତ୍ତିକ, ଶାକିବ ଅଲ ହାସନ, ପ୍ୟାଟ କମିନ୍ସ, ହରଭଜନ ସିଂ, ପ୍ରସିଦ୍ଧ କୃଷ୍ଣା ଏବଂ ବରୁଣ ଚକ୍ରବର୍ତ୍ତୀ

   Related Posts